www.samajalive.in
Thursday, December 11, 2025
27.1 C
Bhubaneswar

ସୃଜନଶୀଳତା ବିକାଶରେ ସହାୟକ ହେବ ମାତୃଭାଷାରେ ଶିକ୍ଷାଦାନ – ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଡେସ୍କ: ମାତୃଭାଷାରେ ଶିକ୍ଷାଦାନ ହେଲେ ତାହା ଛାତ୍ରଛାତ୍ରୀଙ୍କ ସୃଜନଶୀଳତା ବିକାଶରେ ସହାୟକ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି। ମଙ୍ଗଳବାର ଉତ୍କଳ ବିଶ୍ୱବିଦ୍ୟାଳୟ ଦୀକ୍ଷାନ୍ତ ଭବନ ଠାରେ ଆୟୋଜିତ ଏକ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ସୁରଜ କହିଛନ୍ତି, ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିକାଶ ଆଣିବା ପାଇଁ ଜାତୀୟ ଶିକ୍ଷାନୀତିର ପ୍ରଣୟନ ହେବା ଏକାନ୍ତ ଆବଶ୍ୟକ।

ସାମାନ୍ୟ ବିରତି ପରେ ପୁଣି ରୁଷର କ୍ଷେପଣାସ୍ତ୍ର ମାଡ଼ – ୪୧ ମୃତ

- Advertisement -

ରାଷ୍ଟ୍ରୀୟ ଶୈକ୍ଷିକ ଯୋଜନା ଏବଂ ପ୍ରଶାସନ ସଂସ୍ଥାନ, ନୂଆଦିଲ୍ଲୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷାନୀତିର ପ୍ରଣୟନ ନିମନ୍ତେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସଂସ୍କୃତିକୁ ବଜାୟ ରଖିବା ଏବଂ ମହାବିଦ୍ୟାଳୟମାନଙ୍କୁ ସ୍ୱାୟତ୍ତତା ପ୍ରଦାନ କରି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରୁଥିବା ସେ କହିଛନ୍ତି।

ଟଳିଲେ ୯ ମାଓବାଦୀ, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟ

Hot this week

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

Related Articles

Popular Categories