www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତା: କନ୍ଧମାଳକୁ ୧୫ ସ୍ଵର୍ଣ୍ଣ, ୧୦ ରୌପ୍ୟ ଓ ୧୫ କାଂସ୍ୟ ପଦକ

ଫୁଲବାଣୀ: ଗତ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳ ଜିଲାକୁ ବେଶ୍‌ ସଫଳତା ମିଳିଛି। ଜିଲା ଟାଏକୋଣ୍ଡୋ ସଙ୍ଘ ଓ ଫୁଲବାଣୀ ମାର୍ଶଲ ଆର୍ଟ୍ସ ଏକାଡେମୀ ତରଫରୁ ବିଭିନ୍ନ ବର୍ଗର ଖେଳାଳିମାନେ ଏଥିରେ ଅଂଶଗ୍ରହଣ କରି ୧୫ ସ୍ଵର୍ଣ୍ଣ, ୧୦ ରୌପ୍ୟ ଏବଂ ୧୫ କାଂସ୍ୟ ପଦକ ହାସଲ କରିଛନ୍ତି। କୃତିତ୍ଵ ଅର୍ଜନ କରିଥିବା ଖେଳାଳିମାନଙ୍କୁ ପ୍ରଶିକ୍ଷକ ରମାକାନ୍ତ ବେହେରା, ପ୍ରୀତମ ଚନ୍ଦ୍ର ପ୍ରଧାନ ଓ ମଦନ ଦଳ ବେହେରା ଏବଂ ଜିଲା ସଭାପତି ପ୍ରତାପ କୁମାର ମୁଖୀ ଓ ସମ୍ପାଦକ ପ୍ରଭାତ କୁମାର ସାହୁ ଓ ରାଜ୍ୟ ସଂଘ ସମ୍ପାଦକ ମନମୋହନ ଭଞ୍ଜ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories