www.samajalive.in
Wednesday, December 10, 2025
18.1 C
Bhubaneswar

ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସରେ ଛାତ୍ରୀଙ୍କ ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସ ହଷ୍ଟେଲ ଛାତରୁ ଡେଇଁ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବାବେଳେ ମୃତ ଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ମୃତ ଛାତ୍ରୀ ଜଣଙ୍କ ହେଲେ କ୍ରିତିକା ରାଜ, ସେ ବି.ଟେକ ଦ୍ୱିତୀୟ ବର୍ଷରେ ପାଠ ପଢୁଥିଲେ। କ୍ରିତିକାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ଏଠାରେ ହଷ୍ଟେଲରେ ରହୁଥିଲେ। କିଛି ଦିନ ହେବ ମାନସିକ ଚାପରେ ଥିଲେ କ୍ରିତିକା। ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହାର ପ୍ରକୃତ କାରଣ ଜଣାପଡ଼ିନାହିଁ। ମୃତଦେହ ଉଦ୍ଧାର ହୋଇଥିବା ନେଇ କଲେଜ ପକ୍ଷରୁ ଅଭିଭାବକଙ୍କୁ ଖବର ଦିଆଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories