www.samajalive.in
Monday, December 8, 2025
27.1 C
Bhubaneswar

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଆନନ୍ଦପୁର: ଆନନ୍ଦପୁର ଘସିପୁରା ଥାନା କଦବହାଳୀ ଗାଁରେ ଭାଲୁ ଆତଙ୍କ। ଶୌଚ ପାଇଁ ଯିବାବେଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ କଦବହାଳୀ ଗାଁର ଗଙ୍ଗାଧର ନାମକ ଜଣେ ବ୍ୟକ୍ତି ଆଜି ସକାଳେ ଶୌଚ ପାଇଁ ଯାଇଥିଲେ। ଏତିକିବେଳେ ବୁଦା ମୂଳରେ ବସିଥିବା ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଚିତ୍କାର ଶୁଣି କିଛି ସ୍ଥାନୀୟ ଲୋକ ଗଙ୍ଗାଧରଙ୍କୁ ଉଦ୍ଧାର କରି ଘଷିପୁରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories