www.samajalive.in
Sunday, December 7, 2025
23.1 C
Bhubaneswar

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ- ମନ୍ତ୍ରୀ କୃଷ୍ଣଚନ୍ଦ୍ର

ଭୁବନେଶ୍ୱର: ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ଅଗଷ୍ଟ ୨୨ରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ ଆବେଦନ ମଧ୍ୟ ଜାରି ରହିଛି। ନୂଆ ରାସନକାର୍ଡ ପାଇଁ ଏବେ ସୁଦ୍ଧା ୯ଲକ୍ଷରୁ ଅଧିକ ଲୋକ ଆବେଦନ କରିଛନ୍ତି। ଏହାସହିତ ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୩୭ହଜାର ଲୋକଙ୍କର ଇ-କେୱାଇସି ଅପଡେଟ ସରିଥିବା ବେଳେ ଅନ୍ୟମାନଙ୍କ ଯାଞ୍ଚ ଚାଲିଛି। ସୂଚନା ଅନୁସାରେ ୧୦ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ଅପେକ୍ଷାରେ ରହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories