www.samajalive.in
Thursday, December 11, 2025
16.1 C
Bhubaneswar

ଶୁକ୍ରବାରଠାରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼ : ଶୁକ୍ରବାରଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏହା ସହ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ଭାବରେ ରୂପାନ୍ତରିତ ହୋଇଯିବ। ସେହିପରି ମଥୁରାର ସିଂହାସନ ଦଖଲ ପରେ ମହାରାଜା କଂସଙ୍କ ରାଜତ୍ୱରେ ଥରହର ହୋଇପଡିବ ତ୍ରିଭୁବନ। ଏଗାର ଦିନର ଏହି ମହାନାଟକର ଶୁକ୍ରବାର ଉଦଘାଟନକୁ ଅଞ୍ଚଳବାସୀ ଚାହିଁ ରହିଛନ୍ତି। ଅପରପକ୍ଷରେ ଜିଲା ପ୍ରଶାସନ ତଥା ଧନୁଯାତ୍ରା ମହୋତ୍ସବ ସମିତି ତରଫରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ୭୦ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ହାଟପଦାଠାରେ ମହାରାଜା କଂସଙ୍କ ସୃଦୃଶ୍ୟ ରାଜଦରବାର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories