www.samajalive.in
Saturday, December 6, 2025
15.1 C
Bhubaneswar

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି

ଭୁବନେଶ୍ୱର : ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି । ବିଧାନସଭାରେ ବୁଧବାର ପ୍ରଶ୍ନକାଳରେ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ଏହି ଦାବି କରିଛନ୍ତି । ତାରା ପ୍ରସାଦ ବାହିନୀପତି, ସନାତନ ବିଜୁଳି, ପୂର୍ଣ୍ଣ ସେଠୀ ଦାବି ଉଠାଇଛନ୍ତି । ବିଧାୟକଙ୍କ ଦାବି ପ୍ରତି ସରକାର ଧ୍ୟାନ ଦେବାକୁ ବାଚସ୍ପତି ରୁଲିଂ ଦେଇଛନ୍ତି।
ସୂଚାନୁଯାୟୀ, ୨୦୧୭ରେ ଶେଷ ଥର ପାଇଁ ବିଧାୟକ ଓ ମନ୍ତ୍ରୀ ମାନଙ୍କର ଦରମା ୫୦ ପ୍ରତିଶତ ବୃଦ୍ଧି କରାଯାଇଥିଲା । ଏହା ବ୍ୟତୀତ ଅଧିବେଶନରେ ଦୈନିକ ଯୋଗ ଦେବା ପାଇଁ ୧୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯାଉଥିଲା ।

ସମୁଦ୍ରରେ ବଙ୍ଗୀୟ ପର୍ଯ୍ୟଟକ ମୃତ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories