www.samajalive.in
Monday, December 8, 2025
24.1 C
Bhubaneswar

ବିଦ୍ୟୁତ ଖୁଣ୍ଟ ସହ ବାଇକ ଧକ୍କା ; ଚାଳକ ଗୁରୁତର 

ଆନନ୍ଦପୁର : ଆନନ୍ଦପୁରର ଟୁକୁଣା ଠାରେ ବୁଧବାର ମଧ୍ୟାହ୍ନରେ ଗ୍ରାମର ମୁଖ୍ୟ ରାସ୍ତା କଡରେ ଥିବା ବିଦ୍ୟୁତ ଖୁଣ୍ଟ ସହ  ବାଇକ ଧକ୍କା ହୋଇ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ପ୍ରଶାନ୍ତ ରାଉତ ସଂଜ୍ଞାହୀନ ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରଶାନ୍ତ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି।

ସମୁଦ୍ରରେ ବଙ୍ଗୀୟ ପର୍ଯ୍ୟଟକ ମୃତ

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories