www.samajalive.in
Monday, December 8, 2025
27.1 C
Bhubaneswar

ଫୁଲବାଣୀ ନଗର ବିଜେପିର ସଦସ୍ୟତା କର୍ମଶାଳା

ଫୁଲବାଣୀ: ଫୁଲବାଣୀ ନଗର ବିଜେପି ତରଫରୁ ସଦସ୍ୟତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ତତ୍ୱାବଧାନରେ ଏହି ସଦସ୍ୟତା କର୍ମଶାଳା ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଭାରୀ ଭାବେ ଜିଲ୍ଲା ବିଜେପି ସମ୍ପାଦକ ମନୋଜ କୁମାର ପଣ୍ଡା ଯୋଗଦେଇ ଭାରତୀୟ ଜନତାପାର୍ଟିର ଆଗାମୀ ଦିନରେ କିଭଳି ଅଧିକରୁ ଅଧିକ ସଦସ୍ୟ ସଂଖ୍ୟା ବୃଦ୍ଧି କରି ଦଳକୁ ମଜବୁତ କରାଯିବ ସେନେଇ ଗୁରୁତ୍ୱାରୋପ କରିଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories