www.samajalive.in
Sunday, December 7, 2025
14.1 C
Bhubaneswar

କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲା; ପୁଲିସ ଜିମା ଦେଲେ ଲୋକ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଲୋକଙ୍କୁ ଚୁନା ଲଗାଉଥିବା ଠକକୁ ବାନ୍ଧିଛି ପୁଲିସ। ଚାକିରି ଓ ବଦଳି କରାଇବାକୁ କହି କୋଟି କୋଟି ଟଙ୍କା ଠକେଇ କରୁଥିଲା ଅଭିଯୁକ୍ତ। ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହେବା ପରେ ଠକ ରାହୁଲ ସାହୁଙ୍କୁ ଲୋକମାନେ ପୁଲିସ ଜିମା ଦେଇଛନ୍ତି। ରାହୁଲଙ୍କୁ ଅଟକ ରଖି ପଚରାଉଚରା କରୁଛି କ୍ୟାପିଟାଲ ଥାନା ପୁଲିସ। କାହାକୁ ଚାକିରି ତ କାହାକୁ ବଦଳି ଏବଂ ପେଟ୍ରୋଲ ପମ୍ପ କରାଇବାକୁ କହି ଠକୁଥିଲା ରାହୁଲ। ଶେଷରେ ହୋଟେଲ ରୁମ ଭିତରେ ଠକ ରାହୁଲକୁ ଲୋକମାନେ ମାଡି ବସି ପୁଲିସରେ ଖବର ଦେଇଥିଲେ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories