www.samajalive.in
Sunday, December 7, 2025
15.1 C
Bhubaneswar

ବିଜେପିରେ ମିଶିଲେ ରବିନ୍ଦ୍ର ଜାଡେଜା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର ବିଧାୟିକା ତଥା ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଗୁରୁବାର ଏକ୍ସ ଜରିଆରେ ଏନେଇ ସୂଚନା ଦେଇଛନ୍ତି। ସେ ଏକ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ, ରବିନ୍ଦ୍ର ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଟି-୨୦ ଅନ୍ତର୍ଜାତୀୟରୁ ଅବସର ଘୋଷଣା କରିଥିଲେ ଜାଡେଜା।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories