www.samajalive.in
Sunday, December 14, 2025
19.1 C
Bhubaneswar

ତ୍ରିଶୁଳିଆ ପୋଲ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୨ଜଣଙ୍କ ଜୀବନ ଗଲା

କଟକ: ତ୍ରିଶୁଳିଆ ସୁବାଶଚନ୍ଦ୍ର ବୋଷ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ୨ଜଣଙ୍କ ଜୀବନ। ଗୋଟିଏ ସ୍କୁଟିକୁ ଏକ ଟାଟା ମ୍ୟାଜିକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

କଟକ ତ୍ରିଶୁଳିଆର ସୁବାଶଚନ୍ଦ୍ର ବୋଷ ସେତୁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୋଟିଏ ସ୍କୁଟିକୁ ବିପରିତ ଦିଗରୁ ଆସୁଥିବା ଏକ ଟାଟା ମ୍ୟାଜିକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଦୁର୍ଘଟଣା ଘଟାଇଥିବା ପିକଅପ ଭ୍ୟାନ ଓ ସ୍କୁଟିକୁ ଜବତ କରିଥିବା ଜଣାପଡ଼ିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories