www.samajalive.in
Wednesday, December 10, 2025
26.1 C
Bhubaneswar

ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ; ଅଭିଯୁକ୍ତ ଗିରଫ

ନୀଳଗିରି: ବାଲେଶ୍ୱର ଜିଲା; ନୀଳଗିରି ବ୍ଲକ ଅଧୀନ ବରହମପୁର ଥାନା ଅଞ୍ଚଳରେ ଜଣେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ସ୍ଥାନୀୟ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି । ତେଲିପାଳ ପଞ୍ଚାୟତ ଅଧୀନ ମଝିସାହିର କରୁଣା ମାଝୀ(୨୮) ଛତ୍ରପୁର ଅଞ୍ଚଳର ମହିଳା ଜଣକ ଏକୁଟିଆ ଥିବା ଖବରପାଇ ସେଠାକୁ କାର୍‍ ନେଇ ଯାଇଥିଲା । ଘରେ ପଶି ସମ୍ପୃକ୍ତ ମହିଳାଙ୍କୁ ଦୁଷ୍କର୍ମ କରିଥିଲା। କିଛି ସମୟ ପରେ ମହିଳାଙ୍କ ସ୍ୱାମୀ ପହଞ୍ଚି ଦେଖିବା ପରେ ତାଙ୍କ ସ୍ତ୍ରୀ ଜଣକ ରକ୍ତ ଜୁଡୁବୁଡୁ ହୋଇ ଚିତ୍କାର କରୁଥିଲେ।

ଅଭିଯୁକ୍ତ ଯୁବକ ନାନାଦି ବାହାନା କରି ମହିଳାଙ୍କ ସହ ତାଙ୍କ ସ୍ୱାମୀଙ୍କୁ ଉକ୍ତ କାର୍‍ରେ ବସାଇ ବରହମପୁର ଡାକ୍ତରଖାନାକୁ ନେଇ ଯାଇଥିଲେ । ପୀଡ଼ିତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ଅଭିଯୁକ୍ତ ଜଣକ ସେଠାରୁ କାର ଧରି ଚମ୍ପଟ ମାରିଥିଲା। ଏହି ଘଟଣାରେ ପୀଡ଼ିତାଙ୍କ ସ୍ୱାମୀ ବରହମପୁର ଥାନାରେ ଏତଲା ଦେବା ପରେ ଆଇଆଇସି ଆର୍ତ୍ତତ୍ରାଣ ସେଠୀ ଆଜି ଅଭିଯୁକ୍ତକୁ ଗିରଫ କରିଛନ୍ତି। ଏନେଇ ଥାନାରେ ଏକ ଦୁଷ୍କର୍ମ ମାମଲା ରୁଜୁ କରାଯାଇଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories