www.samajalive.in
Saturday, December 13, 2025
21.1 C
Bhubaneswar

ବିପଦ ବଢ଼ାଉଛି ମୁକୁଳା ଟ୍ରାନ୍ସଫର୍ମର

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ କୁଲତା ଟୁକୁରା ସ୍କୁଲ ନିକଟରେ ବିଦ୍ୟୁତ ଟ୍ରାନ୍ସଫର୍ମର ମୁକୁଲା ହୋଇପଡ଼ିଛି। ଏହା ବିଭାଗୀୟ ଅଧିକାରୀ ଓ କର୍ମଚରୀମାନଙ୍କ ଦୃଷ୍ଟିକୁ ଆସୁଥିଲେ ମଧ୍ୟ ପ୍ରତିକାର କରାଯାଉନାହିଁ। ଯାହାଫଳରେ ଅଞ୍ଚଳରେ ତୀବ୍ର ଜନ ଅସନ୍ତୋଷ ଦେଖିବାକୁ ମିଳିଛି। ବିଦ୍ୟୁତ ବିଲ ବାବଦକୁ ବିଦ୍ୟୁତ  ଉପଭୋକ୍ତା ମାନଙ୍କ ଠାରୁ କୋଟି କୋଟି ଟଙ୍କା ଆଦାୟ କରାଯାଉଛି। ହେଲେ ମୁକୁଳା ହୋଇ ପଡ଼ିଥିବା ବିଦ୍ୟୁତ ଟ୍ରାନ୍ସଫର୍ମର ଚାରିପଟେ ପାଚେରି ଦିଆଯାଉ ନ ଥିବାରୁ ଅବାଧରେ ଗୋରୁ ଟ୍ରାନ୍ସଫର୍ମର ନିକଟକୁ ଚରିବାକୁ ଯାଇ ବିଦ୍ୟୁତ ଆଘାତରେ ପ୍ରାଣ ହରାଇବା ଆଶଙ୍କା ରହିଛି। ସେହିପରି ରାସ୍ତାପାର୍ଶ୍ଵ ସ୍କୁଲ ନିକଟରେ ଟ୍ରାନ୍ସଫର୍ମର ଥିବାରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ମଧ୍ୟ ବିପଦ ସୃଷ୍ଟି ହୋଇଛି। ତୁରନ୍ତ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ସୁରକ୍ଷା ପାଚେରି ନିର୍ମାଣ ନ କଲେ ଆଗାମୀ ଦିନରେ ବିଦ୍ୟୁତ ଉପଭୋକ୍ତା, ଗ୍ରାମବାସୀ, ଛାତ୍ରୀଛାତ୍ରମାନେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories