www.samajalive.in
Saturday, December 13, 2025
21.1 C
Bhubaneswar

ଭିଜିଲାନ୍ସ ଜାଲରେ ଜେଲ ଅଧୀକ୍ଷକ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କେନ୍ଦୁଝର ଜିଲା ମୁଖ୍ୟ କାରାଗାର ଅଧୀକ୍ଷକ ସତ୍ୟପ୍ରକାଶ ସ୍ଵାଇଁ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସ୍ଵାଇଁଙ୍କ ବିଭିନ୍ନ ଠିକଣାରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦୁଝର, ଭୁବନେଶ୍ଵର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଚଢ଼ାଉ ସମୟରେ ଅଧିକାରୀଙ୍କ ହାତରେ ବହୁ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଲାଗିଥିବା ସୂଚନା ମିଳିଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories