www.samajalive.in
Monday, December 8, 2025
14.1 C
Bhubaneswar

ବାପା-ପୁଅଙ୍କ ଝଗଡା; ସମାଧାନ କରିବାକୁ ଯାଇ ମାଡ ଖାଇଲା ପୁଲିସ

ଯାଜପୁର : ବାପା ପୁଅଙ୍କ ଝଗଡା ତୁଟାଇବାକୁ ଯାଇ ମାଡ ଖାଇଲେ ପୁଲିସ । ଏଭଳି ଏକ ଘଟଣା ଯାଜପୁରର ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ଘଟିଛି । ବାପା-ପୁଅଙ୍କ ଝଗଡା ସମାଧାନ କରିବାକୁ ଯାଇଥିବା ପୁଲିସଙ୍କ ଉପରକୁ ଆକ୍ରମଣ ହୋଇଛି । ପାରିବାରିକ କଳହକୁ ନେଇ ୧୧୨କୁ କଲ୍‌ କରିଥିଲେ ବାପା । ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ଆକ୍ରମଣ କରିଥିଲା । ଏଥିରେ ୨ ପୁଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର୍‌ ହୋଇ ଯାଇଛି।

ଜାଣନ୍ତୁ; ସୁପରଷ୍ଟାର ବିଜୟଙ୍କ ‘ଗୋଟ୍‌’, ପ୍ରଥମ ଦିନରେ କରିଛି କେତେ ଆୟ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories