www.samajalive.in
Sunday, December 14, 2025
16.1 C
Bhubaneswar

ନୂଆଁଖାଇ ପାଇଁ ୯ରେ ସବୁ ବ୍ୟାଙ୍କ ଛୁଟି

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୯ ତାରିଖ ସୋମବାର ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ। ନୂଆଁଖାଇ ପାଇଁ ୯ ତାରିଖକୁ ରାଜ୍ୟ ସରକାର ଛୁଟି ଦିବସ ଘୋଷଣା କରିଛନ୍ତି। ତେଣୁ ଏହି ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଏବଂ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍‌ ସଂସ୍ଥାଗୁଡ଼ିକ ବନ୍ଦ ରହିବ। ଶନିବାର ଗଣେଶ ଚତୁର୍ଥୀ ଲାଗି ବ୍ୟାଙ୍କ ବନ୍ଦ ରହିଥିବାବେଳେ ରବିବାର ଛୁଟି ଦିନ ରହିଛି। ସୋମବାର ବି ଛୁଟି ଥିବାରୁ ଆସନ୍ତା ୧୦ ତାରିଖ ମଙ୍ଗଳବାର ଦିନ ବ୍ୟାଙ୍କା ଖୋଲିବ ବୋଲି ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories