www.samajalive.in
Monday, December 8, 2025
27.1 C
Bhubaneswar

ଦେଖନ୍ତୁ ଭିଡ଼ିଓ, ବିପଦ ସଙ୍କୁଳ ଅବସ୍ଥାରେ ଏପରି ନାଳ ପାର ହେଉଛନ୍ତି…

ସମାଜ ଡିଜିଟାଲ ଡେସ୍କ: ବିପଦ ସଙ୍କୁଳ ଅବସ୍ଥାରେ ପାର ହେଉଛନ୍ତି କେନାଲ। ପ୍ରବଳ ବର୍ଷା ହେବାରୁ ନାଳରେ ପାଣି ଫୁଲ ହୋଇଯିବାରୁ ଲୋକମାନେ ଏଭଳି ଅବସ୍ଥାରେ ନାଳ ପାର ହୋଇ ଯାଉଛନ୍ତି। ଏ ଦୃଶ୍ୟ ହେଉଛି ଛତିଶଗଡ଼ ସୁକୁମା ଜିଲା ନାଗାରାମ ଅଞ୍ଚଳର। ସୁକୁମା ଜିଲାରେ ଗତ କିଛି ଦିନ ହେବ ଲଗାଣ ବର୍ଷା ହେବାରୁ ଚାରି ଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories