www.samajalive.in
Sunday, December 7, 2025
23.1 C
Bhubaneswar

ମା’ ସମଲେଇଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ନୂଆଁ ଖାଇଲେ

ସମାଜ ଡିଜିଟାଲ ଡେସ୍କ: ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ ସ୍ତ୍ରୀଙ୍କ ସହିତ ନବାନ୍ନ ଖାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ବସି ନୂଆଁ ଖାଇଥିଲେ।

ରବିବାର ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତରେ ଯାଇଛନ୍ତି। ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସମ୍ବଲପୁରରୁ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରାଯିବା ସହିତ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାର କାର୍ଯ୍ୟକ୍ରମ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories