www.samajalive.in
Wednesday, December 10, 2025
15.1 C
Bhubaneswar

ସିଏମ୍ କିଷାନ ଯୋଜନା: ୪୬ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୯୨୫ କୋଟି ଟଙ୍କା

ସମ୍ବଲପୁର : ସମ୍ବଲପୁରରେ ସିଏମ୍ କିଷାନ ଯୋଜନା ଶୁଭାରମ୍ଭ ପାଇଁ ସ୍ବତନ୍ତ୍ର ଉତ୍ସବ ଆରମ୍ଭ ହୋଇଯାଇଛି । ନୂଆଖାଇ ଅବସରରେ ଶୁଭାରମ୍ଭ ପାଇଁ ସ୍ବତନ୍ତ୍ର ଉତ୍ସବର ଆୟୋଜନ ହୋଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଭାସୀ ଜରିଆରେ ଦୁଇ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରିପରିଷଦ ସଦସ୍ୟ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଆଜି ପ୍ରଥମ କିସ୍ତିରେ ପ୍ରାୟ ୪୬ ଲକ୍ଷ ଚାଷୀଙ୍କ ଖାତାକୁ ୯୨୫ କୋଟି ଟଙ୍କା ପଠାଯିବ ।

ଆଜି ନୂଆଁଖାଇ: ମା’ ସମଲେଶ୍ଵରୀଙ୍କୁ ଲାଗି ହେଲା ନବାନ୍ନ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories