www.samajalive.in
Wednesday, December 10, 2025
15.1 C
Bhubaneswar

ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ନୂଆଁଖାଇ-ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇକୁ ମହାନ ଲୋକପର୍ବ କହିବା ସହ ଏହା ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ବୋଲି ଏକ ଭିଡ଼ିଓ ବାର୍ତ୍ତାରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପଶ୍ଚିମ ଓଡ଼ିଶାର ପ୍ରମୁଖ ଦେବୀ ଯଥା ମା’ ସମଲେଶ୍ୱରୀ, ମା’ ପାଟଣେଶ୍ୱରୀ, ମା’ ସୁରେଶ୍ୱରୀ, ମା’ ରାମଚଣ୍ଡୀ ଓ ମା’ ବିନ୍ଧ୍ୟବାସିନୀଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହୁ ବୋଲି ସେ ପ୍ରାର୍ଥନା କରିଥିବା ତାଙ୍କ ସାମାଜିକ ଗଣମାଧ୍ୟମର ପୋଷ୍ଟ ମାଧ୍ୟମରେ କହିଛନ୍ତି। ନୂଆଁଖାଇ ଜୁହାର୍ ଜଣାଇବା ସହ ରାଜ୍ୟବାସୀଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories