www.samajalive.in
Friday, December 5, 2025
27.1 C
Bhubaneswar

ଗଣେଶ ପୂଜା ଭୋଗ ଖାଇ ୬୦ରୁ ଅଧିକ ଅସୁସ୍ଥ

ବାଙ୍ଗିରିପୋଷି: ଗଣେଶ ପୂଜା ଭୋଗ ଖାଇ ୬୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବାଙ୍ଗିରିପୋଷି ବ୍ଲକ ଭୂଆସୁଣୀ ପଞ୍ଚାୟତ ରାୟାଁ ଗାଁ ସ୍କୁଲରେ ଶନିବାର ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ଗଣେଶଙ୍କଠାରେ ଲାଗି ହୋଇଥିବା ଚୁଡ଼ାଭୋଗ ଗ୍ରାମବାସୀଙ୍କ ମଧ୍ୟରେ ବଣ୍ଟା ହୋଇଥିଲା। ଭୋଗ ଖାଇ ଆଜି ୫୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଝାଡ଼ାବାନ୍ତିରେ ଗୁରୁତର ହୋଇ ପଡ଼ିଥିଲେ। ପରେ ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories