www.samajalive.in
Monday, December 8, 2025
13.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଲଗାଣ ବର୍ଷାରେ ମାଲକାନଗିରି ଓ କୋରାପୁଟ ଜିଲା ଅଧିକ ପ୍ରଭାବିତ.. କୋରାପୁଟ ଜିଲା ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ.. ବନ୍ୟାଜଳ ପଶିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ କଲେ କର୍ତ୍ତୃପକ୍ଷ..

କଲକାତା ପୀଡ଼ିତାଙ୍କ ଫଟୋ ସମସ୍ତ ସାମାଜିକ ଗଣମାଧ୍ୟମରୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ..

- Advertisement -

କାର୍ଯ୍ୟକୁ ନ ଫେରିଲେ କାର୍ଯ୍ୟାନୁଷ୍ଠାନ, ପଶ୍ଚିମବଙ୍ଗରେ ଧର୍ମଘଟ ଚଳାଇଥିବା ଡାକ୍ତରମାନଙ୍କୁ ଚେତାବନୀ ଦେଲେ ସୁପ୍ରିମକୋର୍ଟ.. ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ନିର୍ଦେଶ..

ବୁଦ୍ଧାଦିତ୍ୟ ରାଜଯୋଗ ; ଜାଣନ୍ତୁ ସେପ୍ଟେମ୍ବର ୨୮ ପୂର୍ବରୁ ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବିବାହ,ଧନଲାଭ..

ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ ସତର୍କତାମୂଳକ ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ ମାର୍ଗଦର୍ଶିକା ଜାରି କଲା ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ..

କଟକରେ ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର.. କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ଅଧ୍ୟାପିକା..

ଭୁଲରେ କିଣି ଆଣିଲେ ଏହି ବିଷାକ୍ତ ମାଛ ; ଖାଇବା ପରେ ସ୍ତ୍ରୀ ମୃତ, ସ୍ୱାମୀ କୋମାରେ..

 

ସମ୍ଭାବ୍ୟ ବନ୍ୟାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ.. ସମସ୍ତ ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦେଶ.. ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁଁ ପ୍ରଭାବରେ ଲଗାଣ ବର୍ଷା.. ବଡ଼ ବନ୍ୟାର ଆଶଙ୍କା ନାହିଁ କହିଲେ ସ୍ୱତନ୍ତ୍ର ରିଲିଫ କମିଶନର..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories