www.samajalive.in
Friday, December 12, 2025
26.1 C
Bhubaneswar

ଭାରତରେ ମଙ୍କିପକ୍ସ ଭୂତାଣୁ ଠାବ

ନୂଆଦିଲ୍ଲୀ : ଭାରତରେ ମଙ୍କିପକ୍ସ ଭୂତାଣୁ ଠାବ ହୋଇଛି । ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ଥିବା ଜଣାପଡିଛି । ଯୁବକ ଜଣକ ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ । ତାଙ୍କ ନିକଟରେ ମଙ୍କିପକ୍ସ ଚିହ୍ନଟ ହୋଇଛି । ସେ ମଙ୍କିପକ୍ସରେ ଚିହ୍ନଟ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା । ତାଙ୍କ ନମୁନା ପରୀକ୍ଷଣ ପରେ ସେ ସକାରାତ୍ମକ ଥିବା ଜଣାପଡିଛି ।  ଯୁବକ ମଙ୍କିପକ୍ସ ମଙ୍କିପକ୍ସ ରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି। ୨୦୨୨ ଜୁଲାଇରୁ ଭାରତରେ ଏହି ଭାଇରସ ୩୦ ଜଣଙ୍କ ଶରୀରରେ ମଧ୍ୟ ଠାବ ହୋଇଥିଲା। ତେଣୁ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସରକାର କହିଛନ୍ତି।

କୋରାପୁଟ ଓ ମାଲକାନଗିରି ଜିଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories