www.samajalive.in
Sunday, December 7, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ବରମୁଣ୍ଡା ଫ୍ଲାଏ ଓଭର ରାସ୍ତାରେ ଟ୍ରକରୁ ବାହାରିଗଲା ଚକ, ଘଣ୍ଟାଘଣ୍ଟା ଟ୍ରାଫିକ୍‌ ଜାମ୍‌..

ଭୁବନେଶ୍ୱର : ବରମୁଣ୍ଡା ସ୍ଥିତ ଫ୍ଲାଏ ଓଭର ଜାତୀୟ ରାଜପଥ ମଝିରେ ମଙ୍ଗଳବାର ଏକ ଟ୍ରକ ରୁ ହଠାତ୍‌ ଏକ ଚକ ବାହାରି ଯାଇଥିଲା । ଚକ ବାହାରିବା ପରେ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ଜାମ୍‌ ଲାଗି ରହିବା ଫଳରେ ଲୋକେ ହନ୍ତସନ୍ତ ହୋଇଛନ୍ତି । ଭିଡରେ ଏକ ଆମ୍ବୁଲାନ୍ସ ମଧ୍ୟ ଫସି ରହିଥିଲା ।

ଦେଖନ୍ତୁ ଭିଡିଓ; ଧରାପଡିଲା ଆତଙ୍କ ଖେଳାଇଥିବା ଆଉ ଏକ ଗଧିଆ, ଏଯାଏଁ ନେଲାଣି ୯ ଜଣଙ୍କ ଜୀବନ,୨୦ ଗୁରୁତର

- Advertisement -

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories