www.samajalive.in
Saturday, December 13, 2025
26.1 C
Bhubaneswar

୬ ଅତିରିକ୍ତ ସଲିସିଟର ଜେନେରାଲ ନିଯୁକ୍ତ କଲା କେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଅତିରିକ୍ତ ସଲିସିଟର ଜେନେରାଲ(ଏଏସଜି) ଭାବେ ୬ଜଣ ବରିଷ୍ଠ ଆଇନଜୀବୀଙ୍କୁ ନିଯୁକ୍ତ କରିଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମଙ୍ଗଳବାର ଏହି ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏସ୍. ଦ୍ଵାରକାନାଥ, ଅର୍ଚ୍ଚନା ପାଠକ ଦବେ, ସତ୍ୟ ଦର୍ଶୀ ସଞ୍ଜୟ, ବ୍ରିଜେନ୍ଦ୍ର ଚାହର, ରାଘବେନ୍ଦ୍ର ପି. ଶଙ୍କର, ରାଜକୁମାର ଭାସ୍କର ଠାକରେ(ରାଜା ଠାକରେ)ଙ୍କୁ ଏଏସଜି ଭାବେ ନିଯୁକ୍ତ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories