www.samajalive.in
Sunday, December 7, 2025
23.1 C
Bhubaneswar

ପୋଖରୀରେ ବୁଡ଼ି ଯୁବକ ମୃତ

ଧାମର:ଧାମରା ଥାନା ଅର୍ନ୍ତଗତ କଇଥଖୋଲା ଠାରେ ଜଣେ ଯୁବକ ପୋଖରୀରେ ବୁଡି ଯାଇ ମୃତ୍ୟୁ ବରଣ କରିଛନ୍ତି। କଇଥଖୋଲା ପଞ୍ଚାୟତର ରଣଜିତ ବୋର(୪୨) ସକାଳ ସମୟରେ ନିଜ ଘର ପାଖ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ସମୟରେ ଗୋଡ ଖସି ଯିବାରୁ ସେ ସେହି ପୋଖରୀରେ ପଡ଼ି ଯାଇଥିଲେ। ଏହାପରେ ନିଜର ପଡୋଶୀ ରଣଜିତର ମୃତଦେହ ସେହି ପୋଖରୀରେ ଭାସୁଥିବାର ଦେଖି ରଣିଜତଙ୍କ ଘରକୁ ଖବର ଦେଇଥିଲେ। ଖବର ପାଇ ଧାମରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଊଦ୍ଧାର କରିବା ପରେ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମେଡିକାଲକୁ ପଠାଯାଇଛି। ଏ ନେଇ ଧାମରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories