www.samajalive.in
Monday, December 8, 2025
27.1 C
Bhubaneswar

ଆଜି ବି ସରଗରମ ରହିପାରେ ବିଧାନସଭା

ଭୁବନେଶ୍ଵର: ଆଜି ବି ସରଗରମ ରହିପାରେ ବିଧାନସଭା। ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। କୃଷି ଓ କୃଷକ ସଶକ୍ତିକରଣ , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ଶକ୍ତି , ସମବାୟ , ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ , ସୂକ୍ଷ୍ମ କ୍ଷୁଦ୍ର  ଏବଂ ମଧ୍ୟମ ଉଦ୍ୟୋଗ , ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ ରହିଛି। ସେହିପରି ଶୂନ୍ୟକାଳରେ ଗୃହ ହୁଲସ୍ତୁଲ ହୋଇପାରେ। ବିଭିନ୍ନ ପ୍ରସଙ୍ଗରେ  ବିରୋଧୀମାନେ ସରକାରଙ୍କୁ ଘେରିପାରନ୍ତି । ସେପଟେ ମଙ୍ଗଳବାର ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories