www.samajalive.in
Saturday, December 13, 2025
26.1 C
Bhubaneswar

ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢାଉ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ। ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଭଞ୍ଜନଗର କୁଲାଡ ରୋଡ ସ୍ଥିତ ବାସଭବନ, ଫୁଲବାଣୀ ଓ ବ୍ରହ୍ମପୁରର ମୋଟ ୯ଟି ସ୍ଥାନରେ ଚଢାଉ ହୋଇଛି। ଏହି ଚଢାଉରେ ବ୍ରହ୍ମପୁର ଓ ଫୁଲବାଣୀର ଭିଜିଲାନ୍ସ କର୍ମଚାରୀମାନେ ସାମିଲ ହୋଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories