www.samajalive.in
Sunday, December 7, 2025
14.1 C
Bhubaneswar

୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, କଲ୍ୟାଣକାରୀ ଯୋଜନାର କରିବେ ଶୁଭାରମ୍ଭ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ନେଇ ସମ୍ପୂର୍ଣ୍ଣ ବିବରଣୀ ଆସିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ରେ ଜନତାରେ ମଇଦାନ ପହଞ୍ଚିବେ । ସେଠାରେ ୧୨ଟାରୁ ସଭା ଆରମ୍ଭ ହେବ। ବିିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଜନତା ମଇଦାନ ସଭା ପରେ ବିମାନବନ୍ଦର ଯାଇ ସେଠାରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବାର ଯୋଜନା ରହିଛି ।୧୭ ସୁଦ୍ଧା ଚୟନ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି ।

ଭାରତୀୟଙ୍କ ପାଇଁ ଚାକିରି; ୨ ଲକ୍ଷ ଦରମା, ମାଗଣାରେ ରହିବା,ଖାଇବା, ଚିକିତ୍ସା : ଏଠାରେ ମିଳିବ ନିଯୁକ୍ତି..

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories