www.samajalive.in
Friday, December 12, 2025
16.1 C
Bhubaneswar

ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍

ସମ୍ବଲପୁର: ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍। ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘ ଡାକରା ଦେଇଛି। କୁଚିଣ୍ଡା, ଝାରସୁଗୁଡା ଘରୋଇ ବସ୍ ମାଲିକ ସଂଘର ବିବାଦରେ କୁଚିଣ୍ଡା ଥାନା ଅଧିକାରୀଙ୍କ ହସ୍ତକ୍ଷେପକୁ ବିରୋଧ କରି ସଂଘ ଏଭଳି ଡାକରା ଦେଇଛି। ଏ ନେଇ ଘରୋଇ ବସ୍ ମାଲିକ ସଂଘ ଉପଜିଲ୍ଲାପାଳ, ଏସଡିପିଓ , ଥାନା ଅଧିକାରୀଙ୍କୁ ଦାବି ଜଣାଇଛି। ଫଳରେ କୁଚିଣ୍ଡାରୁ ଝାରସୁଗୁଡା, ସମ୍ବଲପୁର , ଦେବଗଡ, ସୁନ୍ଦରଗଡ ଓ ରାଉରକେଲାକୁ ବସ୍ ଚଳାଚଳ ବନ୍ଦ ରହିଛି। ଆଜି ସକାଳ ୫ଟା ୩୦ରୁ ଘରୋଇ ବସ୍ ସେବାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଥିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories