www.samajalive.in
Tuesday, December 9, 2025
16.1 C
Bhubaneswar

ଶିକ୍ଷକଙ୍କ ଆତ୍ମହତ୍ୟା

ପାଟଣା: ପାଟଣା ଥାନା ଅଞ୍ଚଳ ସାହାରପଡା ବ୍ଲକ ଜାମୁନାଳିଆ ଗ୍ରାମର ବାସିନ୍ଦା ତଥା ସେହି ଗ୍ରାମର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମଧୁସୂଦନ ନାୟକ(୪୯) ନିଜ ଘର ଭିତରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗତକାଲି ତାଙ୍କ ଝିଅକୁ ବିଦ୍ୟାଳୟ ପଠାଇ ସାରିବା ପରେ ଶୋଇବା ଘରେ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଘରକୁ ଫେରି ଘଟଣା ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ସାହାରପଡା ଫାଣ୍ଡି ଅଧିକାରୀ ଭବାନୀ ଶଙ୍କର ବାଦି ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛନ୍ତି। ଏନେଇ ପାଟଣା ଥାନାରେ ୫୮/୨୦୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories