www.samajalive.in
Saturday, December 13, 2025
26.1 C
Bhubaneswar

ଦାଶରଥି ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପ୍ରଖ୍ୟାତ ସଂଗ୍ରାହକ ଓ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ(ଦାସିଆ ଅଜା)ଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ଏକ୍ସ ଜରିଆରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।


ସେ ଲେଖିଛନ୍ତି, ‘‘ଓଡ଼ିଶାର ପ୍ରଖ୍ୟାତ ସଂଗ୍ରାହକ ଓ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ(ଦାସିଆ ଅଜା)ଙ୍କ ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଦାସିଆ ଅଜା ନିଜର ଏକନିଷ୍ଠ ସାଧନାରେ ନୟାଗଡ଼ ଉଦୟପୁରରେ ବାଞ୍ଛାନିଧି ପାଠାଗାର, ଶ୍ରୀଅରବିନ୍ଦ ସଂଗ୍ରହାଳୟ ଓ ଯଦୁମଣି ସାହିତ୍ୟ ସଂସଦ ପ୍ରତିଷ୍ଠା କରିଥିଲେ, ଯାହାକି ସମଗ୍ର ବିଶ୍ବରେ ବିରଳ।’’

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories