www.samajalive.in
Tuesday, December 9, 2025
16.1 C
Bhubaneswar

ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦରର ୯୫ପ୍ରତିଶତ ଅଂଶଧନ

ସମାଜ ଡିଜିଟାଲ ଡେସ୍କ: ଗୋପାଳପୁର ପୋର୍ଟର ବିକାଶ ପାଇଁ ଆଦାନୀ ଗ୍ରୁପକୁ ୯୫ପ୍ରତିଶତ ମାଲିକାନା ହସ୍ତାନ୍ତର କରାଯିବ। ଆଉ ବାକି ୫ ପ୍ରତିଶତ ଅଂଶଧନ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ ହାତରେ ରହିବ ବୋଲି ଆଜି କ୍ୟାବିନେଟ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି। ୯୫ପ୍ରତିଶତ:୫ପ୍ରତିଶତ ଚୁକ୍ତିନାମାକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁସାରେ ଗୋପାଳପୁର ବନ୍ଦରର ୯୫ପ୍ରତିଶତ ଅଂଶଧନ ଆଦାନୀ ପାଖରେ ରହିବ ଏବଂ ୫ପ୍ରତିଶତ ଷ୍ଟିଭେଡର୍ସ ପାଖରେ ରହିବ। ଗୋପାଳପୁର ପୋର୍ଟର ସେୟାର ହୋଲଡିଙ୍ଗକୁ ଦୃଢ କରିବାକୁ ଏବଂ ଏହାକୁ ମଲ୍ଟି କାର୍ଗୋ ପୋର୍ଟରେ ପରିଣତ କରିବା ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories