www.samajalive.in
Saturday, December 6, 2025
16.1 C
Bhubaneswar

ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ : ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ ଘଟିଛି । ନୂଆଦିଲ୍ଲୀ ଏମ୍ସରେ ୭୨ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ଗତ କିଛି ଦିନ ହେବ ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ନିମୋନିଆରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ।

ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଗିରଫ: ୬ଟି ବହୁତଳ କୋଠା ସହ ୫ଟି ପ୍ଲଟ୍ ଠାବ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories