www.samajalive.in
Sunday, December 7, 2025
13.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପୁରୀ : ଆସନ୍ତା ୧୮ ତାରିଖରେ ଯାଞ୍ଚ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର..ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ..

ପୁଣି ଆସୁଛି ବଡ ବର୍ଷା, ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା, ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି,୧୪ ଜିଲାକୁ ୟେଲୋ ଆଲର୍ଟ..

- Advertisement -

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି.. କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ କରାଯିବ, ସେନେଇ ରାଜ୍ୟସରକାରଙ୍କ ପକ୍ଷରୁ ବିସ୍ତୃତ ଗାଇଡଲାଇନ ଜାରି..

ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ.. ଅନେକ ଦିନ ହେବ ନିମୋନିଆରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ ସୀତାରାମ ୟେଚୁରୀ..

ପୁଣି ଆସୁଛି ବଡ ବର୍ଷା ; ୧୬ ତାରିଖ ଯାଏଁ ଏହି ଜିଲାରେ ବର୍ଷିବ..

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ଵପୂର୍ଣ୍ଣ ବୈଠକ.. ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର..

ମୃତ ବାପାର ଝିଅ ପାଇବ ଚାକିରି, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଝିଅଙ୍କୁ ମିଳିବି ଚାକିରି, ଅବିବାହିତ ଝିଅ କିମ୍ବା ସାବତ ଝିଅକୁ ମିଳିବ ନିଯୁକ୍ତି, ଥଇଥାନ ଯୋଜନାରେ ଏହି ଚାକିରି ଦିଆଯିବ..

ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି

ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମିଳିଲା ମଞ୍ଜୁରୀ..

ସେହିପରି ଗୋପାଳପୁର ବନ୍ଦରକୁ ଆଦାନୀ ଗ୍ରୁପକୁ ହସ୍ତାନ୍ତର କରାଯିବା ନେଇ ବୈଠକରେ ନିଷ୍ପତ୍ତି.. ବନ୍ଦରର ୯୫ ପ୍ରତିଶତ ଅଂଶଧନ ଆଦାନୀ ଗ୍ରୁପ ଅଧିଗ୍ରହଣ କରିବ.. ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ ହାତରେ ରହିବ ୫ ପ୍ରତିଶତ ଅଂଶଧନ..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories