www.samajalive.in
Monday, December 8, 2025
27.1 C
Bhubaneswar

୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ

ପୁରୀ : ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନୀରିକ୍ଷଣ କରିବ ଏଏସଆଇ । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଜଣାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ପ୍ରାରମ୍ଭିକ ନୀରିକ୍ଷଣ ଏବଂ ଯାଞ୍ଚ ହେବ ବୋଲି ଜଣାପଡିଛି ।

ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories