www.samajalive.in
Thursday, December 11, 2025
15.1 C
Bhubaneswar

ବ୍ରହ୍ମପୁର ବିଧାନସଭା ନିର୍ବାଚନୀ ମାମଲା, ବିଧାୟକ କେ. ଅନିଲ କୁମାରଙ୍କୁ ଜବାବ ଦାଖଲ ନୋଟିସ୍‌‌

କଟକ: ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାରଙ୍କୁ ହାଇକୋର୍ଟ ନୋଟିସ୍‌‌ ଜାରି କରିଛନ୍ତି। ଭୋଟର ମନୋଜ କୁମାର ପଣ୍ଡାଙ୍କ ପକ୍ଷରୁ ଆଗତ ନିର୍ବାଚନ ଅନିୟମିତତା ମାମଲାର ଶୁଣାଣି କରି ବିଚାରପତି ଶଶିକାନ୍ତ ମିଶ୍ର ଏହି ନିର୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି ଆସନ୍ତା ନଭେମ୍ବର ୭କୁ ଧାର୍ଯ୍ୟ ହୋଇଛି।

ମନୋଜ ପଣ୍ଡା ଦାଖଲ କରିଥିବା ପିଟିସନ୍‌‌ରେ ଅଭିଯୋଗ କରିଛନ୍ତି ଯେ, କେ. ଅନିଲ କୁମାର ନିର୍ବାଚନ ସମୟରେ ଯେଉଁ ସତ୍ୟପାଠ ଦାଖଲ କରିଛନ୍ତି ସେଥିରେ ସେ ଅନେକ ତଥ୍ୟ ଲୁଚାଇଛନ୍ତି। ସତ୍ୟପାଠରେ ସବିଶେଷ ସୂଚନା ପ୍ରଦାନ କରିନାହାନ୍ତି। ତେଣୁ ତାଙ୍କ ବିଧାୟକ ପଦକୁ ରଦ୍ଦ ପାଇଁ ସେ ଅଦାଲତରେ ପ୍ରାର୍ଥନା କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories