Patra electronics

ଗଣେଶ ମୂର୍ତ୍ତି ଭସାଣ ବେଳେ ଅଘଟଣ ; ୪ ଛାତ୍ର ବୁଡିଗଲେ, ୨ ଉଦ୍ଧାର..

ବାରିପଦା : ଗଣେଶ ମୂର୍ତ୍ତି ଭସାଣ ବେଳେ ଶୁକ୍ରବାର ଘଟିଛି ବଡ ଅଘଟଣ । ବାରିପଦା ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ ଭାସିଯାଇଥିଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ୨ ଜଣ ନିଖୋଜ ରହିଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ୪ ଜଣ ଆଦର୍ଶ ବିଦ୍ୟାଳୟର +୨ ଛାତ୍ର ଓ ସେମାନେ ହଷ୍ଟେଲରେ ରୁହନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଚଳନ୍ତା ଟ୍ରେନରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ରେଳ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା..

 

Comments are closed.