www.samajalive.in
Saturday, December 6, 2025
15.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ; ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଫେରାର୍‌..

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ଶୁକ୍ରବାର ସାମ୍ନାକୁ ଆସିଛି। ସନ୍ଦେହ ଜନକ ଅବସ୍ଥାରେ ଘର ଭିତରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଖଣ୍ଡଗିରି ଥାନା ଅଧୀନରେ ଏକ ଆପାର୍ଟମେଣ୍ଟ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଲିଭଇନରେ ରହୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଯୁବତୀଙ୍କ ମୃତଦେହ ଦେଖି ପୁରୁଷ ବନ୍ଧୁ ଫେରାର ହୋଇ ଯାଇଛନ୍ତି ବୋଲି ସୂଚନା ମିଳିଛି । ଯୁବତୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବକ ଓ ଯୁବତୀଙ୍କ ଘର ଗଞ୍ଜାମ ଜିଲା । ଖବର ପାଇ ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।

୩ ମହିଳାଙ୍କ ଉପରେ ଚଢିଗଲା କାର୍‌

ଚଳନ୍ତା ଟ୍ରେନରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ରେଳ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories