www.samajalive.in
Saturday, December 6, 2025
15.1 C
Bhubaneswar

ରାଜଧାନୀରେ ଖୁବ୍‌ ଶୀଘ୍ର ଆରମ୍ଭ ହେବ ଓମଫେଡ୍‌ ଭେଣ୍ଡିଂ ମେସିନ୍‌

ଭୁବନେଶ୍ୱର : ରାଜଧାନୀରେ ଖୁବ୍‌ ଶୀଘ୍ର ଆରମ୍ଭ ହେବ ଓମଫେଡ୍‌ ଭେଣ୍ଡିଂ ମେସିନ୍‌ । ଏନେଇ ଶୁକ୍ରବାର ଓମଫେଡ୍‌ ଏମଡି ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ ଜନପଥରେ ଭେଣ୍ଡିଂ ମେସିନ୍‌ ବସାଇବା ଯୋଜନା ରହିଛି ବୋଲି କହିଛନ୍ତି । ପରେ ୨୦ଟି ଭେଣ୍ଡିଂ ମେସିନ୍‌ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ବସାଯିବ ବୋଲି ସୂଚନା ମିଳିଛି ।

ରାଜଧାନୀରେ ଚାଞ୍ଚଲ୍ୟ; ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଫେରାର୍‌..

- Advertisement -

 

ଭିଡିଓରେ ଦେଖନ୍ତୁ ଛାତିଥରା ଦୃଶ୍ୟ ; ବୃଦ୍ଧଙ୍କୁ ଉଠାଇ କଚାଡି ଦେଲା ଷଣ୍ଢ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories