www.samajalive.in
Saturday, December 13, 2025
27.1 C
Bhubaneswar

ପୂର୍ବତନ ଉପଜିଲାପାଳଙ୍କୁ ଜେଲ

ଭୁବନେଶ୍ବର: ପୂର୍ବତନ ଉପଜିଲାପାଳଙ୍କୁ ଜେଲ ଦଣ୍ଡାଦେଶ। ଝାରସୁଗୁଡ଼ା ପୂର୍ବତନ ଉପଜିଲାପାଳଙ୍କୁ ଜେଲ ଦଣ୍ଡାଦେଶ। ପୂର୍ବତନ ଉପଜିଲାପାଳ ପ୍ରଦୀପ କୁମାର ବାରିକଙ୍କୁ ଜେଲ ଦଣ୍ଡାଦେଶ। ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦେଶ। ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ।

ଦୋଷୀ ସାବ୍ୟସ୍ତ ହେବା ପରେ ପୂର୍ବତନ ଉପଜିଲାପାଳ ପ୍ରଦୀପ କୁମାର ବାରିକଙ୍କ ପେନ୍‌ସନ୍‌ ବନ୍ଦ ପାଇଁ ଓଡିଶା ଭିଜିଲାନ୍ସ ପକ୍ଷରୁ ପଦକ୍ଷେପ ନେଇଥିବା ଜଣାପଡ଼ିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories