www.samajalive.in
Saturday, December 6, 2025
26.1 C
Bhubaneswar

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଭୀମାପଡା ଗ୍ରାମରେ ଜଣେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଗାଁ ପୋଖରୀରୁ ଉଦ୍ଧାର ହୋଇଛି। ମୃତକ ଜଣକ ବନମାଳୀ ମୁଣ୍ଡା । ସେ ଗତକାଲି ଠାରୁ ନିଖୋଜ ରହିଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୈାଣସି ପତ୍ତା ପାଇ ନଥିଲେ। ଆଜି ସକାଳୁ ଗାଁ ପୋଖରୀରେ ଏକ ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଗ୍ନିଶମ ବାହିନୀ ସହାୟତାରେ ମୃତଦେହକୁ ପୋଖରୀ ଭିତରୁ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି।

କଟକରେ ଅଘଟଣ ; ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories