www.samajalive.in
Saturday, December 6, 2025
23.1 C
Bhubaneswar

୧୭ରେ ସୁଭଦ୍ରା, ରେଳ ପ୍ରକଳ୍ପ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି।ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପ ଶିଳାନ୍ୟାସ କରିବା ନେଇ ସୂଚନା ରହିଛି। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ସୁଭଦ୍ରା ଯୋଜନା ରେ ଉପକୃତ ହେବେ। ଓଡିଶାର ପ୍ରାୟ ୧ କୋଟିରୁ ଅଧିକ ମହିଳା ଏହି ଯୋଜନାରେ ସୁଫଳ ପାଇବେ। ସେପଟେ ସମାନ ଦିନରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ର କରି ବିଶଖାପାଟଣାରେ ପହଞ୍ଚିବ। ଭୁବନେଶ୍ଵରରେ ୨୮୦୦ କୋଟି ଟଙ୍କା ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇଓ୍ବେ ପ୍ରକଳ୍ପ ର ମଧ୍ୟ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories