www.samajalive.in
Saturday, December 6, 2025
15.1 C
Bhubaneswar

ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ

ବଲାଙ୍ଗୀର: ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଆଜି ସକାଳୁ ସଦର ଥାନା ମାଧିଆପାଲିଠାରେ ଦୁଇ ଜଣ ବାଇକ୍ ଆରୋହୀ ଯାଉଥିଲେ। ଦ୍ରୁତ ଗତିରେ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତ ବାଇକ୍ ଆରୋହୀଙ୍କର ପରିଚୟ ମିଳିନି। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories