www.samajalive.in
Tuesday, December 9, 2025
17.1 C
Bhubaneswar

ଭୁଶୁଡିଲା ବେଦାନ୍ତ କମ୍ପାନୀର ରେଡ୍ ମଡ୍ ପଣ୍ଡ

କଳାହାଣ୍ଡି : ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡି ପଡିଛି। ଫଳରେ ବସନ୍ତପଡା ସମେତ ବନ୍ଧଗୁଡା, ତୁରିଗୁଡାରେ ହେକ୍ଟର ହେକ୍ଟର ଚାଷ ଜମିରେ କାଦୁଅ ପାଣି ମାଡି ଯାଇଛି। ଲାଲ୍ ମାଟି ପାଣି ମାଡିଯାଇଥିବାରୁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। କମ୍ପାନୀ ଦ୍ଵାରା ନିର୍ମାଣ ହୋଇଥିବା ଏହି ପଣ୍ଡକୁ ଠିକ୍ ଭାବରେ ରକ୍ଷଣାବେକ୍ଷଣା କରାଯାଉନଥିବାରୁ ଏଭଳି ସ୍ଥିତି ଉପଜିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଏ ନେଇ ବେଦାନ୍ତ କମ୍ପାନୀ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories