www.samajalive.in
Saturday, December 6, 2025
26.1 C
Bhubaneswar

୩ ମହଲା କୋଠା ଭୁଶୁଡ଼ିଲା, ୧୦ ମୃତ

ସମାଜ ଡିଜିଟାଲ ଡେସ୍କ: କୋଠା ଭୁଶୁଡ଼ି ୧୦ ଜଣ ପ୍ରାଣ ହରାଇଥିବାବେଳେ ଅନ୍ୟ ୫ ଜଣ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଉତ୍ତରପ୍ରଦୋର ମିରଟ ସହର ଅନ୍ତର୍ଗତ ଜାକିର କଲୋନୀରେ ଶନିବାର ସନ୍ଧ୍ୟାରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି। କଲୋନୀରେ ଥିବା ଏକ ୩ ମହଲା ବିଶିଷ୍ଟ କୋଠା ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଉକ୍ତ କୋଠାରେ ୧୫ ଜଣ ଥିଲେ। ତୁରନ୍ତ ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ରବିବାର ସୁଦ୍ଧା କୋଠାର ଭଗ୍ନାବଶେଷ ତଳୁ ୧୦ ଜଣଙ୍କ ମୃତଦେହ ମିଳିଛି। ଅନ୍ୟ ୫ ଜଣଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories