www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୩ଟା ମୁଖ୍ୟ ଖବର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବଡ ଘୋଷଣା.. ଦୁଇ ଦିନ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡିବେ କହିଲେ କେଜ୍ରିଓ୍ବାଲ୍.. ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା କହିଲେ କେଜ୍ରିଓ୍ବାଲ.. ଜନତା ନିଜ ନିଷ୍ପତ୍ତି ନ ଜଣାଇବା ଯାଏଁ ମୁଖ୍ୟମନ୍ତ୍ରୀ ପଦରେ ରହିବିନି, ମନୀଷ ସିସୋଦିଆ ମଧ୍ୟ ମୁଖ୍ୟମନ୍ତ୍ରୀ ହେବେନି କହିଲେ କେଜ୍ରିଓ୍ବାଲ..

କୋଠା ଭୁଶୁଡ଼ି ୧୦ ମୃତ.. ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି ୫ ଜଣ.. ଉଦ୍ଧାରକାର୍ଯ୍ୟ ଜାରି.. ଉତ୍ତରପ୍ରଦେଶର ମିରଟ ସହରରେ ଥିବା ଜାକିର କଲୋନୀରେ ଭୁଶୁଡ଼ି ପଡ଼ିଲା ୩ ମହଲା କୋଠା..

- Advertisement -

ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା.. ୧୭ ତାରିଖକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା.. ସମସ୍ତଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ଭୁବନେଶ୍ଵରରେ ସୁଭଦ୍ରା ସଚେତନତା ଶୋଭାଯାତ୍ରାରେ ଯୋଗଦେବା ଅବସରରେ କହିଲେ ପ୍ରଭାତୀ..

ଓଡ଼ିଶାରେ ଗଡ଼ିଲା ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ.. ଭିଡିଓ କନଫରେନ୍ସ ଜରିଆରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ ବ୍ରହ୍ମପୁରରୁ ଟାଟାନଗର ଏବଂ ଅନ୍ୟଟି ରାଉରକେଲାରୁ ହାଓ୍ବଡ଼ା ଚଳାଚଳ କରିବ..

ବ୍ରହ୍ମପୁର ଷ୍ଟେସନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୋଗଦାନ.. ରାଉରକେଲା ଷ୍ଟେସନ କାର୍ଯ୍ୟକ୍ରମରେ ଯୋଗଦେଲେ ରାଜ୍ୟପାଳ ରଘୁବର ଦାସ..

ସାରା ଭାରତରେ ୬ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ..

 

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories