www.samajalive.in
Wednesday, December 10, 2025
18.1 C
Bhubaneswar

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଗାମୀ ୪୮ ଘଣ୍ଟାରେ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ ଦେଇ ଗତି କରିବ ଅବପାତ । ଏହା ପ୍ରଭାବରେ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।  ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ ଜିଲାରେ ସର୍ବାଧିକ ବର୍ଷିପାରେ । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories