www.samajalive.in
Tuesday, December 9, 2025
26.1 C
Bhubaneswar

ମଇଁଷି ସହ ଯୋର ପାର୍‌ ହେଉଥିଲେ ବୃଦ୍ଧ, ଟାଣି ନେଲା କୁମ୍ଭୀର

ଆଳି : କେନ୍ଦ୍ରାପଡା ଆଳିରେ ମଇଁଷି ସହ ଯୋର୍‌ ପାର୍‌ ହେବା ବେଳେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଦିନିଆରି ଗାଁ ନିକଟ ଯୋରରେ ସୋମବାର ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଛି ବୋଲି ଖବର ମିଳିଛି । ବୃଦ୍ଧ ଜଣକ ଇଚ୍ଛାପୁର ଗାଁର ହୋଇଥିବା ବେଳେ ତାଙ୍କୁ ଗ୍ରାମବାସୀ ଖୋଜାଖୋଜି କରୁଛନ୍ତି।

ଭିଡିଓରେ ଦେଖନ୍ତୁ; କାଶ୍ମୀରରେ ଆତଙ୍କୀ ନିହତ ହେବାର ଲାଇଭ୍‌ ଭିଡିଓ..

- Advertisement -

 

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories